ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମାଲବାହୀ ଟ୍ରେନ
ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମାଲବାହୀ ଟ୍ରେନ। ବଇଣ୍ଡାଠାରୁ ଗୋଟିଏ କିମି ଦୂରରେ ଏହି ଅଘଟଣ ଘଟିଛି। ପାହାଡ଼ରୁ ପଥର ଖସି ଟ୍ରାକରେ ପଡିଥିବା ବେଳେ ଏହା ଉପରେ ମାଲବାହୀ ଟ୍ରେନର ଇଞ୍ଜିନ ଚଢିଯାଇଥିଲା। ଫଳରେ ଟ୍ରାକରୁ ଚକ ଖସି ଇଞ୍ଜିନ ଲାଇନଚ୍ୟୁତ ହୋଇଗଲା।
ତାଳଚେରରୁ ସମ୍ବଲପୁର…