ତ୍ରୁଟି ହୋଇଥିବା ସ୍ୱୀକାର କଲା CHSE , ମିଳିବ ଗ୍ରେସ୍ ମାର୍କ
ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ପରୀକ୍ଷା ନିୟନ୍ତ୍ରକ କହିଲେ, ପ୍ରଶ୍ନପତ୍ରରେ ଆଉଟ୍ ଅଫ୍ ସିଲାବସ୍ ନୁହେଁ ବରଂ ଚଏସ୍ ଡେଫିସିଟ୍ ସମସ୍ୟା ଥିଲା । ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ନେଇ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଥିଲା । କିନ୍ତୁ ଏହି…