ଉତ୍ତର ଆନ୍ଧ୍ର ସହ ଦକ୍ଷିଣ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ’ଗୁଲାବ’ ମାଡ଼ି ଆସୁଛି । ’ଗୁଲାବ’ ପାଇଁ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ବାତ୍ୟା ’ଗୁଲାବ’ ଏବେ ପଶ୍ଚିମ ଆଡ଼କୁ ଘଣ୍ଟା…