ଏ ଭାଇରସ୍ H9N2 ନୂଆ ନୁହେଁ କିନ୍ତୁ ଆମ ରାଜ୍ୟରେ ଏଯାଏଁ ଏହା ଚିହ୍ନଟ ହୋଇନାହିଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ…
ଚୀନ୍ରେ ବ୍ୟାପୁଥିବା ନିମୋନିଆକୁ ନେଇ ରାଜ୍ୟ ସରକାର ସଚେତନ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଆଗୁଆ ସଚେତନ ରହିବାକୁ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ଯଦିଓ ଏ ଭାଇରସ୍ H9N2 ନୂଆ ନୁହେଁ କିନ୍ତୁ ଆମ ରାଜ୍ୟରେ…