ସୋଶିଷ ତେଲରେ ମାତ୍ର ଗୋଟିଏ ଜିନିଷ ମିଶାନ୍ତୁ, ୨ ଦିନରେ କେଶ ଝଡ଼ିବା ହୋଇଯିବ ବନ୍ଦ
ଯଦି ଆପଣ କେଶ ଝଡିବା ସମସ୍ୟାରୁ ବହୁତ ଚିନ୍ତିତ ଅଛନ୍ତି ତେବେ ଏପରି ଘରୋଇ ଉପଚାର ବିଷୟରେ ଜାଣନ୍ତୁ ଯାହା ଆପଣଙ୍କ କେଶ ଝଡିବା ରୋକିବା ସହ କେଶ ବୃଦ୍ଧିରେ ସାହାଯ୍ୟ କରିଥାଏ । ଏହା ସହ ଆମେ ଆପଣଙ୍କୁ କିଛି ଏପରି ଉପାୟ ବିଷୟରେ ଜଣାଇବୁ ଯାହା ଆପଣଙ୍କୁ ପାଳନ କରିବାକୁ ପଡିବ । ତେବେ ଆସନ୍ତୁ…