ଅତି ଭୀଷଣ ବାତ୍ୟାରେ ପରିଣତ ହେଲା ‘ହାମୁନ’
ଅତି ଭୀଷଣ ବାତ୍ୟାରେ ପରିଣତ ହୋଇଛି ଭୀଷଣ ବାତ୍ୟା 'ହାମୁନ'। ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ୨୩ କିମି ବେଗରେ ଗତି କରୁଛି। ବଙ୍ଗୋପସାଗରରେ ପୂର୍ବ-ଉତ୍ତରପୂର୍ବ ଦିଗରେ ଗତି କରୁଛି। ପାରାଦୀପ ଠାରୁ ପୂର୍ବ ଦିଗରେ ୨୯୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…