Browsing Tag

Health

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫ଜଣ…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ) ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨ଜଣ…

୨୪ ଘଣ୍ଟାରେ ୬୦ ଉପରେ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।…

ରାଜ୍ୟରେ ବୃଦ୍ଧି ପାଉଛି ସଂକ୍ରମଣ: ୨୪ ଘଣ୍ଟାରେ ୭୩ ସଂକ୍ରମିତ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ…

୫ ଦିନ ପରେ ଉଦ୍ଧାର ପରେ ହାତୀର ମୃତ୍ୟୁ

ସମ୍ବଲପୁର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ୫ ଦିନ ପରେ ଉଦ୍ଧାର ପରେ ହାତୀର ମୃତ୍ୟୁ । ସାପଲହରା ପୋଖରୀ କୂଳରୁ କ୍ରେନ୍ ଦ୍ବାରା ଉଦ୍ଧାର ହୋଇଥିଲା ଦନ୍ତା। 5 ଦିନ ପାଣିରେ ରହିବା ପରେ ଆଜି ପୋଖରୀ ହୁଡ଼ାକୁ ଅଣାଯାଇଥିଲା। ପୋଖରୀ ହୁଡ଼ାରେ ହାତୀର ପ୍ରାଥମିକ ଚିକିତ୍ସା ଚାଲିଥିଲା। ହାତୀର…

ସୋନିଆ ହସ୍ପିଟାଲରୁ ଫେରିଲେ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦିଲ୍ଲୀ ହସ୍ପିଟାଲରୁ ଫେରିଲେ। ଏବେ ଘରେ ବିଶ୍ରାମ ନେବା ପାଇଁ ଡାକ୍ତର ପରାମର୍ଶ ଦେଇଛନ୍ତି । ଏନେଇ ଟ୍ୱିଟ୍ କରି କଂଗ୍ରେସ ସଚିବ ଜୟରାମ ରମେଶ ସୂଚନା ପ୍ରଦାନ କରିଛନ୍ତି । ସୋନିଆ ଗାନ୍ଧୀ ଜୁନ ୨ରେ କରୋନା…

ସାରା ବିଶ୍ଵ ପାଳୁଛି ଯୋଗ ଦିବସ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ଜୁନ 21 । ଆନ୍ତର୍ଜାତିକ ଯୋଗ ଦିବସ। ୨୦୧୫ ଜୁନ ୨୧ରେ ମିଳିତ ଜାତିସଂଘର ଘୋଷଣା ପରେ ବିଶ୍ବ ପାଳୁଛି ଏହି ଦିବସ । ଚଳିତବର୍ଷ ଯୋଗ ଦିବସର ଥିମ୍ ରହିଛି "ମାନବିକତା ପାଇଁ ଯୋଗ"। ଯୋଗ ଭାରତୀୟ ପ୍ରାଚୀନ ସଂସ୍କୃତି ଓ ପରମ୍ପରା ବିଶ୍ବକୁ ଅନନ୍ୟ ଅବଦାନ…

ସଂକ୍ରମଣ ବଢୁଛି, ମାସ୍କ ପିନ୍ଧନ୍ତୁ : ବିଜୟ ମହାପାତ୍ର

ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ବଢୁଛି, ମାସ୍କ ପିନ୍ଧନ୍ତୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ସେ ଆହୁରି କହିଛନ୍ତି, ନିଜର ସୁରକ୍ଷା ନିଜେ ନିଅନ୍ତୁ । ଭିଡ଼ ସ୍ଥାନକୁ ଯାଆନ୍ତୁ ନାହିଁ । ଟିକା ନେଇଥିଲେ ବି ମାସ୍କ ପିନ୍ଧନ୍ତୁ । ଜୁନ୍…

ରାଜ୍ୟରେ ୭ କୋଟି ମୁହାଁ କରୋନା ଟିକାକରଣ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ୭ କୋଟି ମୁହାଁ ହୋଇଛି । ବର୍ତ୍ତମାନ ସୁଦ୍ଧା ୨୪ ପ୍ରତିଶତ ପ୍ରତିଷେଧାତ୍ମକ ପାନ ନେଇଛନ୍ତି। ସଂକ୍ରମଣ ଭୟ କମିଥିବାରୁ ବହୁ ଲୋକ ପ୍ରତିଷେଧାତ୍ମକ ପାନ ପ୍ରତି ଆଗ୍ରହ ପ୍ରକାଶ କରୁନାହାନ୍ତି। ପରିବାର କଲ୍ୟାଣ ବିଭାଗ ନିର୍ଦେଶକ…

କୋଭିଡ୍ ସଂକ୍ରମଣ ବୃଦ୍ଧି : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୧ ପଜିଟିଭ୍

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣିଥରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ…