Browsing Tag

health department of odisha

ଆଗାମୀ ୩ରୁ ୪ ସପ୍ତାହ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବର୍ତ୍ତମାନ ଓଡ଼ିଶାରେ ଉଦବେଗ ଜନକ ସ୍ଥିତି ନାହିଁ । ତଥାପି ଆଗାମୀ ୩ ରୁ ୪ ସପ୍ତାହ ଆମମାନଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପୂର୍ବ ଲହର ଗୁଡିକରେ…

ନୂଆପଡ଼ା ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମ ଆରମ୍ଭ

ନୂଆପଡ଼ା: ନୂଆପଡ଼ାରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା ଆରମ୍ଭ ହୋଇଛି। ଶୁକ୍ରବାର ୭ ଜଣ ସୁପର ସ୍ପେସାଲିଷ୍ଟ ଡାକ୍ତର ନୂଆପଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ପହଞ୍ଚିଛନ୍ତି। ଡାକ୍ତର ଟିମରେ କାର୍ଡିଓଲୋଜି ବିଭାଗର ଡାକ୍ତର ଡାକ୍ତର ଦୀପକ ରଞ୍ଜନ ଦାସ,…