ଦେଶରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶରେ ପୁଣି ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଦିନକରେ ୧୩,୨୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଉ ୨୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ପରେ କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୫, ୨୪, ୮୪୦କୁ ବୃଦ୍ଧି ପାଇଛି । ଏଥିସହ ମୋଟ…