ଆଗକୁ ୩ ଡିଗ୍ରୀ ଯାଏଁ ବଢି ପାରେ ପାରଦ!
ଭୁବନେଶ୍ୱର : ଆହୁରି ତାତିବ ଆଭ୍ୟନ୍ତରୀଣ ଓଡ଼ିଶା । ସ୍ୱାଭାବିକଠୁ ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପାରିପାଗବିତ୍ ପୂର୍ବାନୁମାନ କରିଛନ୍ତି ।
ଶନିବାର ରାଜ୍ୟର ୧୩ଟି ସହରର…