Browsing Tag

heat wave

ଅଗ୍ରସର ହେଉଛି ମୌସୁମୀ: କିଛି ଜିଲ୍ଲାରେ ବର୍ଷା ଜାରି

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶା ଛୁଇଁବା ପରେ ଅଧିକ ଅଗ୍ରସର ହେଉଛି ମୌସୁମୀ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଉପକୂଳ ଓଡ଼ିଶାରେ ସକ୍ରିୟ ହେବ। ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ସକ୍ରିୟ ହେବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…

କାଳବୈଶାଖୀ : ୪ ଦିନ ପାଇଁ ୟେଲୋୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଗାମୀ ୪ ଦିନ ଯାଏ କାଳବୈଶାଖୀ ବର୍ଷାର ସମ୍ଭାବନା ଥିବାରୁ ତାପମାତ୍ରା ଅପେକ୍ଷାକୃତ କମ୍ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଗତକାଲି ରାଜ୍ୟର ତାପମାତ୍ରା ଅପେକ୍ଷାକୃତ କମ୍ ରହିଥିଲା । ମାତ୍ର ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା…

ହିଟ୍‌ ୱେଭ୍ ଜାରି : ୭ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବୁଧବାର ଭଳି ଗୁରୁବାର ମଧ୍ୟ ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହୋଇଛି। ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଉପକୂଳରେ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ୪୫.୩ ଡିଗ୍ରୀ ତାପାମାତ୍ରା ସହ ବଲାଙ୍ଗିର ରାଜ୍ୟର ସବୁଠାରୁ…

ଗ୍ରୀଷ୍ମ ପ୍ରବାହ : ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର-ପଶ୍ଚିମ/ପଶ୍ଚିମ ଦିଗରୁ ଆସୁଥିବା ଉତ୍ତପ୍ତ ଶୁଷ୍କ ବାୟୁ ପ୍ରଭାବରେ ପଶ୍ଚିମ ଓଡ଼ିଶାର ୭ଟି ସହରରେ ପାରଦ ୪୪ ଡିଗ୍ରୀ ଅତିକ୍ରମ କରିଛି। ପାଣିପାଗ କେନ୍ଦ୍ରର ସୂଚନା…

ଆଜିଠୁ ପଶ୍ଚିମ ଓଡ଼ିଶାକୁ ତିନି ଦିନ ଯାଏ ହିଟ୍‌ୱେଭ୍ ଆଲର୍ଟ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜିଠୁ ପଶ୍ଚିମ ଓଡ଼ିଶାରେ ଆହୁରି ବଢ଼ିବ ଦିନର ତାପମାତ୍ରା । ତିନି ଦିନ ଯାଏ ନିସ୍ତାର ନାହିଁ । ୧୦ ତାରିଖ ଯାଏ ପଶ୍ଚିମ ଓଡ଼ିଶାକୁ ହିଟ୍ୱେଭ୍ ଆଲର୍ଟ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗର ଓ…

ଦୁର୍ବଳ ମୌସୁମୀ: ପଶ୍ଚିମ ଓ ଉପକୂଳରେ ଅସହ୍ୟ ତାତି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): କେରଳ ଛୁଇଁବା ପରେ ଦୁର୍ବଳ ମୌସୁମୀ। ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଅସହ୍ୟ ତାତି। ଓଡ଼ିଶା ପାଇଁ ପାଗ ଅନୁକୂଳ ହେଉନାହିଁ। ଫଳରେ ତାତିରୁ ନିସ୍ତାର ମିଳୁନି। ଆସନ୍ତା ୩ ଦିନ ଯାଏ ଆହୁରି ଜାରି ରହିବ ଅସହ୍ୟ ତାତି। ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକ ଠାରୁ…

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଜୁନ୍ ୧୦ ସୁଦ୍ଧା ଓଡ଼ିଶା ଛୁଇଁବ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମନ୍ଥର ଗତିରେ ଅତିକ୍ରମ କରୁଛି । ମୌସୁମୀ ନିର୍ଦ୍ଧାରିତ ତାରିଖର ତିନିଦିନ ପୂର୍ବରୁ କେରଳରେ ପହଞ୍ଚିଥିଲା । ହେଲେ ଏବେ କେରଳରେ ମନ୍ଥର ଅଗ୍ରଗତି କରୁଛି । ଦକ୍ଷିଣ ରାଜ୍ୟରେ ହାରାହାରି ତୁଳନାରେ ୫୦ପ୍ରତିଶତରୁ ଅଧିକ ଅଭାବ…

ପଶ୍ଚିମ ଓଡିଶାର ଖସୁନି ପାରଦ : 13ଟି ସହରର ତାପମାତ୍ରା 40ଡିଗ୍ରୀ ଉପରେ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପଶ୍ଚିମ ଓଡିଶାର ଖସୁନି ପାରଦ, ଅସହ୍ୟ ତାତିରେ ଭାଜି ହେଉଛନ୍ତି ପଶ୍ଚିମ ଓଡିଶାବାସୀ। ରବିବାର ପଶ୍ଚିମ ଓଡିଶାର ସମସ୍ତ ସହରରେ ତାପମାତ୍ରା 40ଡିଗ୍ରୀ ଉପରେ ରେର୍କଡ କରାଯାଇଛି। ଟିଟିଲାଗଡ ସହର 44.6 ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ…

ଗ୍ରୀଷ୍ମଋତୁରେ ଚର୍ମର ଯତ୍ନ ପାଇଁ ଉପାୟ

ଗ୍ରୀଷ୍ମରେ ସୂର୍ଯ୍ୟ କିରଣ, ସୂର୍ଯ୍ୟ ଜଳିବା, ପ୍ୟାଚ୍, ପିମ୍ପଲ୍, ବ୍ରଣ, ଦାଗ ଇତ୍ୟାଦି ଚର୍ମ ସମସ୍ୟା ଦେଖାଯାଏ। ଏହା ଚର୍ମରେ କୁଞ୍ଚନ, ଶୁଷ୍କତା, ଆଲର୍ଜି ସୃଷ୍ଟି କରିପାରେ। ସୂର୍ଯ୍ୟଙ୍କ ପ୍ରତ୍ୟକ୍ଷ ସଂସ୍ପର୍ଶରେ ଆସିବା ହେତୁ ଚେହେରା ଜଳିଯାଏ। ସଉନ୍ଦର୍ଯ୍ୟ ବିଶେଷଜ୍ଞ ଶାହନାଜ ହୁସେନ୍…

ମୌସୁମୀ ପୂର୍ବରୁ ତାତି ଜୀବନକୁ ଅସ୍ତବ୍ୟସ୍ତ କରୁଛି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣିଥରେ ପାରଦ ଉପରମୁହାଁ। କେତେକ ସ୍ଥାନରେ ଝଡ ବର୍ଷା ଦେଖିବାକୁ ମିଳୁଥିବା ବେଳେ ଅନେକ ସ୍ଥାନରେ ମୌସୁମୀ ଆଗମନ ପୂର୍ବରୁ ଅସହ୍ୟ ତାତି ଜନ ଜୀବନକୁ ଅସ୍ତବ୍ୟସ୍ତ କରୁଛି। କେତେକ ସହରରେ ତାପମାତ୍ରା ୪୪ଡିଗ୍ରୀ ଉପରେ ରହିଛି। ଶୁକ୍ରବାର…