Browsing Tag

heat wave

ପଶ୍ଚିମ ଓଡ଼ିଶାକୁ ଫେରିଲା ତାତି, ଜଳୁଛି ବଲାଙ୍ଗୀର ଓ ଟିଟିଲାଗଡ଼

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ୪୩ ଡିଗ୍ରୀ ଉପରେ ରହିଥିଲା ୮ ସହର। ଜଳୁଛି ବଲାଙ୍ଗୀର ଓ ଟିଟିଲାଗଡ଼। ୪୪ ଡିଗ୍ରୀ ସହିତ ସୋନପୁର ହୋଇଥିଲା ସବୁଠୁ ଉତ୍ତପ୍ତ। ଗତକାଲି ରାଜ୍ୟର ୧୭ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଉପକୂଳ…

ତାପମାତ୍ରା ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ!

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଢିବ ଦିନ ତାପମାତ୍ରା। ୩ ଦିନରେ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ଦିନ ତାପମାତ୍ରା । ରାଜ୍ୟର ଅନେକ ସ୍ଥାନରେ ୨ରୁ ୩ ଡିଗ୍ରୀ ଯାଏଁ ତାତି ବଢ଼ିବା ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶାରେ କିଛି ଅଞ୍ଚଳରେ ଗୁଳୁଗୁଳି ସମ୍ଭାବନା ରହିଥିବା ସୂଚନା…

କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣି ତାତି ବଢ଼ିଥିବା ବେଳେ ଆଶ୍ୱସ୍ତି ଆଣିଛି କାଳବୈଖାଖୀ । ଯେଉଁଭଳି ଭାବରେ ରାଜ୍ୟରେ ତାତିର ପ୍ରକୋପ ଜାରି ରହିଥିଲା ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଥିଲା। ତେବେ ରାଜ୍ୟରେ ବର୍ଷା…

ଆଗାମୀ ୩ ଦିନ ଯାଏଁ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆଗାମୀ ୩ଦିନ ଯାଏ 3ରୁ 4ଡିଗ୍ରୀ ଯାଏ ବୃଦ୍ଧି ପାଇବ ତାପମାତ୍ରା। ବିଶେଷକରି ପଶ୍ଚିମ ଓଡିଶାର 10ଟି ସହରରେ ପାରଦ 40ଡିଗ୍ରୀ ଟପିଥିବା ବେଳେ ବୌଦ୍ଧରେ ସର୍ବାଧିକ ତାପମାତ୍ରା 43ଡିଗ୍ରୀ ରେର୍କଡ କରାଯାଇଛି। ସେହିପରି ସୁବର୍ଣ୍ଣପୁରରେ 42.8,…

ତାତିରୁ ମିଳିବ ଆଶ୍ୱସ୍ତି: ଭିଜାଇବ କାଳବୈଶାଖି ବର୍ଷା

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟବାସୀଙ୍କୁ ତାତିରୁ ମିଳିବ ଆଶ୍ୱସ୍ତି । ଆସୁଛି ପୁଣି ଏକ ଲଘୁଚାପ । ପୂବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହେବାର ଆକଳନ କରିଛି…

୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପପୁଞ୍ଜ ଓ ଏହାର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଭୁବନେଶ୍ବର ପାଣିପାଗ…

ଖରାଦିନେ କାହିଁକି ହୁଏନି ଭୋକ, ଭୁଲରେ କରନ୍ତୁ ନାହିଁ ଏହି କାମ

ଖରାଦିନେ ଭୋକ କମିଯିବା ବା ଭୋକ ନ ଲାଗିବା ଏକ ସାଧାରଣ କଥା। ଭୋକ ନ ଲାଗିବା କାରଣରୁ ଲୋକମାନେ ସେମାନଙ୍କର ଖାଦ୍ୟ ଏବଂ ପାନୀୟର ବିଶେଷ ଭାବେ ଯତ୍ନ ମଧ୍ୟ ନିଅନ୍ତି ନାହିଁ। ଯେଉଁଥିପାଇଁ ସେମାନଙ୍କ ଶରୀରରେ ଅତ୍ୟାବଶ୍ୟକ ଭିଟାମିନର ଅଭାବ ଦେଖାଦିଏ। ବାସ୍ତବରେ ଭୋକ ନ ଲାଗିବା ହେଉଛି ଏକ ରୋଗ।…

୪୪.୫ ଡ଼ିଗ୍ରି ସହ ବୌଦ୍ଧ ଉତ୍ତପ୍ତ ସହର

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୌଦ୍ଧକୁ ପୁଣି ଥରେ ତାତି ଫେରିଛି। ବୌଦ୍ଧରେ ଆଜି ଦିନ ତାପମାତ୍ରା ୪୪.୫ ଡ଼ିଗ୍ରି ରେକର୍ଡ ହୋଇଛି। ଏଥି ସହିତ ବୌଦ୍ଧ ଆଜି ମଧ୍ୟ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟର ୧୮ ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରି…

ଅସମ୍ଭାଳ ତାତି: ୧୧ଟି ଜିଲ୍ଲାକୁ ହିଟ୍ ୱେଭ୍ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତତଲା କଡେଇରେ ସିଝୁଛି ପଶ୍ଚିମ ଓଡ଼ିଶା। ଆଜି ଓ ଆସନ୍ତାକାଲି ମଧ୍ୟ ଆକାଶରୁ ନିଆଁ ବର୍ଷିବ। ଏଥିପାଇଁ ଆସନ୍ତାକାଲି ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ହିଟ୍ ୱେଭ୍ ଓ୍ୱାର୍ଣ୍ଣିଂ ଜାରି କରିଛି…

ଖରା ସ୍ଥିତି ଦେଖି ନିଆଯିବ ସ୍କୁଲ ଖୋଲିବା ନିଷ୍ପତ୍ତି – ମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଖରା ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି । ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ପ୍ରତକିୟା ରଖିଛନ୍ତି । ଏପ୍ରିଲ ୩୦ ତାରିଖ ଯାଏ ସ୍କୁଲ ଛୁଟି ରହିଛି । ୩୦ ତାରିଖ ପରେ ଓ ହିଟ୍‌ୱେଭ୍ ସ୍ଥିତି ଦେଖି ନଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ…