ଶୁକ୍ରବାର ମୁଣ୍ଡଳୀରେ ପହଞ୍ଚିବ ହୀରାକୁଦ ବନ୍ୟାଜଳ, ଉପକୂଳବର୍ତ୍ତୀ ୮ ଜିଲ୍ଲା ପାଇଁ ହାଇଆଲର୍ଟ ଜାରି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶୁକ୍ରବାର ମୁଣ୍ଡଳୀରେ ପହଞ୍ଚିବ ହୀରାକୁଦ ବନ୍ୟାଜଳ । ଏ ନେଇ ଜଳ ସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀ ଧୀରେନ ସାମଲ ସୂଚନା ଦେଇଛନ୍ତି । ମୁଣ୍ଡଳୀରେ ୭ ଲକ୍ଷ କ୍ୟୁସେକ୍ ବନ୍ୟାଜଳ ପହଞ୍ଚିବ । ଯାଜପୁର ଓ କେନ୍ଦ୍ରାପଡାରେ ଏହାର ପ୍ରଭାବ ଦେଖାଦେବ । ଆସନ୍ତାକାଲି ମହାନଦୀରେ…