Browsing Tag

highcourt

ପ୍ରତ୍ୟାହାର ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି

ପ୍ରତ୍ୟାହାର ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି । ଏନେଇ ହାଇକୋର୍ଟଙ୍କୁ ଜଣାଇଲେ ରାଜ୍ୟ ସରକାର । ସାନି ତାଲିକା ପ୍ରକାଶ ପାଇଁ ମାନ୍ୟବର ହାଇକୋର୍ଟଙ୍କୁ ଜଣାଇଲେ ସରକାର । ଖବର ଅନୁଯାୟୀ, ପଞ୍ଚାୟତ ସଂରକ୍ଷଣ ନେଇ ପ୍ରକାଶ ପାଇଥିବା ବିଜ୍ଞପ୍ତିକୁ ପ୍ରତ୍ୟାହାର କରିବେ ରାଜ୍ୟ ସରକାର ।…

ରାଜ୍ୟ ଚଳଚ୍ଚିତ୍ର ପ୍ରଦାନ ମାମଲା, ସ୍ଥଗିତାଦେଶ ଜାରି କଲେ ହାଇକୋର୍ଟ, ପୁନଃବିଚାର ନିର୍ଦ୍ଦେଶ

କଟକ, ୧୩/୧୨: ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଚୟନକୁ ନେଇ ବିବାଦର ଶୁଣାଣି କରିଛନ୍ତି ହାଇକୋର୍ଟ । ଚଳଚ୍ଚିତ୍ର ପୁରସ୍କାର ପାଇଁ ଚୟନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରିଥିଲେ ନିର୍ଦ୍ଦେଶକ ବବି ଇସ୍‌ଲାମ୍ । ଏହାର ଶୁଣାଣି କରି ହାଇକୋର୍ଟ ଏହି ନିଷ୍ପତ୍ତି ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି…

ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର

କଟକ ୫।୧୧: ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର । ମୁଖ୍ୟ ବିଚାରପତି ଡ଼କ୍ଟର ଜଷ୍ଟିସ ଏସ ମୁରଲୀଧର ଜଷ୍ଟିସ ମହାପାତ୍ରଙ୍କୁ ଶପଥ ପାଠ କରାଇଛନ୍ତି । ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଶପଥ ପାଠ ଉତ୍ସବରେ…

ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଯଶୋଓ୍ୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କ ଶପଥ ଗ୍ରହଣ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):   ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ ଯଶୋୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫ‌ରେନ୍ସ ହଲ୍‌ ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଦୁଇ…

ଓଡ଼ିଶା ହାଇକୋର୍ଟ ଆସିବେ ୪ ନୂଆ ବିଚାରପତି: ବାର୍‌ରୁ ଦୁଇ ଓ ଅନ୍ୟ ୨ ଜୁଡିସିଆଲ ଅଫିସର ମନୋନୀତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶା ହାଇକୋର୍ଟ ଆସିବେ ୪ ନୂଆ ବିଚାରପତି । ବାର୍‌ରୁ ଦୁଇଜଣ ଓ ଅନ୍ୟ ଦୁଇ ଜୁଡିସିଆଲ ଅଫିସର ମନୋନୀତ ହୋଇଛନ୍ତି । ହାଇକୋର୍ଟ ବିଚାରପତି ହେବେ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର ଓ ଆଇନଜୀବୀ ମୃଗାଙ୍ଗ ଶେଖର ସାହୁ । ସେହିପରି ଜୁଡିସିଆଲ ଅଫିସର ରାଧାକୃଷ୍ଣ…

ସଞ୍ଜୀବ ପାଣିଗ୍ରାହୀ ହେଲେ ଓଡ଼ିଆ ହାଇକୋର୍ଟର ନୂତନ ବିଚାରପତି

ଓଡିଶା ଫାଷ୍ଟ( ବ୍ୟୁରୋ): ସଞ୍ଜୀବ ପାଣିଗ୍ରାହୀ ହେଲେ ଓଡ଼ିଆ ହାଇକୋର୍ଟର ନୂତନ ବିଚାରପତି। ବିଦ୍ଧିବଦ୍ଧ ଭାବରେ ସପଥପାଠ କରାଇଲେ ମୁଖ୍ୟ ବିଚାରପତି ଜଷ୍ଟିସ କୁମାରୀ ସଞ୍ଜୁ ପଣ୍ଡା । ମହାମହିମ ରାଷ୍ଟ୍ରପତି ସଞ୍ଜୀବ ପାଣିଗ୍ରାହୀଙ୍କୁ ଓଡିଶା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି…