Browsing Tag

hirakud dam 2 gates opened

ଖୋଲିଲା ହୀରାକୁଦ ଡ୍ୟାମର ୨ଟି ଗେଟ

ଲଗାଣ ବର୍ଷା ଯୋଗୁ ବଢୁଛି ଜଳସ୍ତର । ସେଥିପାଇଁ ଖୋଲିଲା ହୀରାକୁଦ ଡ୍ୟାମର ୨ଟି ଗେଟ। ଦୁଇଟି ଗେଟ ଦେଇ ବର୍ତ୍ତମାନ ବନ୍ୟା ଜଳ ନିଷ୍କାସନ ହେଉଛି। ଧୀରେଧୀରେ ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବାରୁ ୨ଟି ଗେଟ ଖୋଲାଯାଇଛି। ପ୍ରତି ସେକେଣ୍ଡରେ ୭୩ ହଜାର ୩୦୮ ଘନଫୁଟ ବନ୍ୟାଜଳ ପ୍ରବେଶ…