ଏଣିକି ଓକିଲ ଆନ୍ଦୋଳନ କଲେ ଲାଇସେନ୍ସ ବାତିଲ ସହ ହେବେ ଗିରଫ
ଓକିଲ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ରାଜ୍ୟର ବିଭିନ୍ନ ସ୍ଥାନରେ ଚାଲିଥିବା ଓକିଲଙ୍କ ଆନ୍ଦୋଳନ ନେଇ ଦୃଢ଼ ଆଭିମୁଖ୍ୟ ଦେଖାଇଛନ୍ତି ସର୍ବୋଚ୍ଚ କୋର୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ବେ ଆନ୍ଦୋଳନକାରୀ ଓକିଲଙ୍କ ଲାଇସେନ୍ସ ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି…