Browsing Tag

Hocky india win irland

ଅଲିମ୍ପିକ୍ସରେ ହକିର ବିଜୟ ଯାତ୍ରାରେ ଭାରତ

ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମର ବିଜୟ ଧାରା ଜାରି ରହିଛି। ଆଜି ଗ୍ରୁପ ପର୍ଯ୍ୟାୟର ତୃତୀୟ ମ୍ୟାଚ୍‌ରେ ଦଳ ଆର୍ୟଲ୍ୟାଣ୍ଡକୁ ୨-୦ ଗୋଲରେ ହରାଇ ଦେଇଛି। ଦଳ ପକ୍ଷରୁ ଦୁଇଟି ଯାକ ଗୋଲ ଅଧିନାୟକ ହରମନପ୍ରୀତ ସିଂହ ଦେଇଛନ୍ତି। ପ୍ରଥମ ମ୍ୟାଚ୍‌ରେ ଦଳ ନ୍ୟୁଜିଲ୍ୟାଣ୍ଡକୁ ଓ…