ସାମ୍ବାଦିକ ସମ୍ମିଳନୀରେ ହ୍ୟୁମାନ ସାଗରଙ୍କ ପତ୍ନୀ ଶ୍ରୀୟାଙ୍କ ଖୁଲାସା; ଏହି ଘଟଣାରେ ତୃତୀୟ ବ୍ୟକ୍ତିଙ୍କ ରହିଛି…
କଣ୍ଠଶିଳ୍ପୀ ହ୍ୟୁମାନ ସାଗର ପାରିବାରିକ ବିବାଦ ମାମଲା। ସାମ୍ବାଦିକ ସମ୍ମିଳନୀ କରି ପ୍ରତିକ୍ରିୟା ରଖିଲେ ହ୍ୟୁମାନଙ୍କ ପତ୍ନୀ ଶ୍ରୀୟା ମିଶ୍ର । ପ୍ରେସମିଟରେ ଶ୍ରୀୟା ପୁଣି ଥରେ ପୂର୍ବ କଥା ଦୋହରାଇଛନ୍ତି । ସେ କହିଛନ୍ତି, ମୋତେ ଉଭୟ ମାନସିକ ଓ ଶାରୀରିକ ନିର୍ଯାତନା ଦିଆଯାଉଥିଲା ।…