Browsing Tag

IAS reshuffle

ଆଇଏଏସସ୍ତରରେ ବଡଧରଣର ଅଦଳବଦଳ, ବଦଳିଲେ ତିନି ମହାନଗର ନିଗମ କମିଶନର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଇଏଏସ ସ୍ତରରେ ଏକ ବଡଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ତିନି ମହାନଗର ନିଗମ କମିଶନର ସମେତ ବହୁ ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି । ସରକାରୀ ବିଜ୍ଞପ୍ତି ଅନୁଯାୟୀ, ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମର କମିଶନରଙ୍କୁ ବଦଳି କରାଯାଇଛି ।…