କରୋନା ଟିକା ନେଲେ ଶରୀରରେ ବଢୁଛି ରୋଗ ପ୍ରତିଷେଧକ ଶକ୍ତି : ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସରକାର ସବୁ ଦୃଷ୍ଟିରୁ ଚିନ୍ତା କରି ଲକଡାଉନକୁ କୋହଳ କରିଛନ୍ତି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ସେ କହିଛନ୍ତି ଆମର ସର୍ଭେଲାନ୍ସ, ଟୀକାକରଣ ଯେଭଳି ଚାଲିଛି, ସେମିତି ଚାଲିବ । ସମସ୍ତଙ୍କୁ ଅନୁରୋଧ ନିୟମକୁ ମାନନ୍ତୁ, ଖୋଲା ସମୟରେ ହେଉ…