ଭାରତରେ ଜନସଂଖ୍ୟାର ୬ ରୁ ୭ ପ୍ରତିଶତ ଲୋକ ଦନ୍ତ ଚିକିତ୍ସକଙ୍କ ପାଖକୁ ଯାଆନ୍ତି: ବିଶେଷଜ୍ଞ
ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ): ପ୍ରତ୍ୟେକ ମଣିଷ ନିଜ ଦାନ୍ତର ଯତ୍ନ ନେବା ଉଚିତ୍ । ତେବେ ଭାରତରେ ମୋଟ ଜନସଂଖ୍ୟାର ମାତ୍ର ୬ ରୁ ୭ ପ୍ରତିଶତ ଲୋକ ନିଜ ଦାନ୍ତ ଚିକିତ୍ସା ପାଇଁ ଦନ୍ତ ଚିକିତ୍ସକଙ୍କ ନିକଟକୁ ଯାଇ ଥାଆନ୍ତି। ତେବେ ଏହି ସଂଖ୍ୟାକୁ ଅତି କମ୍ରେ ୧୫ ପ୍ରତିଶତକୁ ବଢ଼ାଇବା ପଡ଼ିବ…