ମୁଖ୍ୟମନ୍ତ୍ରୀଙ୍କ ଫୁଲବାଣୀରେ ୨୫୦ କୋଟିର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ।
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଫୁଲବାଣୀରେ ଆଜି ବିଜୁ ଯୁବବାହିନୀ ସ୍ବେଚ୍ଛାସେବାର ଉତ୍ସବ ପାଳନ କରାଯାଇଛି । କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ ଓ ବୌଦ୍ଧ, ୫ଟି ଜିଲ୍ଲାର ବିଜୁ ଯୁବ ବାହିନୀର ସ୍ୱେଚ୍ଛାସେବୀ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲାର…