ବଙ୍ଗୋପସାଗରରେ ଲଘୁଚାପ, ୧୪ରେ ବର୍ଷା ସମ୍ଭାବନା
ଓଡିଶା ଫାଷ୍ଟ(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରର ତାମିଲନାଡୁ ଉପକୂଳରେ ସୃଷ୍ଟି ହୋଇଥିବା ଟ୍ରପ୍ଲାଇନ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ଏହା ଧୀରେ ଧୀରେ ଘନୀଭୂତ ଆସନ୍ତା ୧୪ ତାରିଖ ବେଳକୁ ଡିପ୍ରେସନରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଏହା…