Browsing Tag

Inaguration

୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ଦ୍ବିତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଦୁଇଟି ପର୍ଯ୍ୟାୟରେ ସମୁଦାୟ ୩୯୭୮ଟି ସ୍କୁଲ ରୂପାନ୍ତରିତ ହୋଇଛି । ପିଲାଙ୍କ ଭିତରେ ସେ ଭବିଷ୍ୟତ ଓଡିଶାର ଝଲକ…

ଭୁବନେଶ୍ୱରରେ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ ଆରମ୍ଭ । ଯୋଗ ଦେଇଛନ୍ତି ୮୦୦ ଶିଶୁ ବୈଜ୍ଞାନିକ, ୪୦୦ ବୈଜ୍ଞାନିକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱରରେ ଦ୍ୱିତୀୟଥର ପାଇଁ ଆୟୋଜିତ ହୋଇଛି ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ । ୫ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଗୁରୁବାର ଉଦଘାଟିତ ହୋଇଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ।…

ଉଦଘାଟିତ ହେଲା ଗୁରୁପ୍ରିୟା ସେତୁ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୪୫ ବର୍ଷ ର ପ୍ରତୀକ୍ଷା ର ଅନ୍ତ ଘଟିଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଦ୍ଵାରା ଉଦଘାଟିତ ହୋଇଛି ବିଚ୍ଛିନ୍ନାଞ୍ଚଳବାସୀଙ୍କ ସ୍ୱପ୍ନର ଗୁରୁପ୍ରିୟା ସେତୁ । ଏହି ଗୁରୁପ୍ରିୟା ସେତୁକୁ ବିଭିନ୍ନ ରଙ୍ଗ ର ଫୁଲ ରେ ନବବଧୂ ଭାବରେ ସୁସଜ୍ଜିତ…