ବଢିଲା ମେଡିକାଲ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ
ରାଜ୍ୟରେ ନର୍ସିଂ, ଫାର୍ମାସି ଓ ଆନୁଷଙ୍ଗିକ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ବୃଦ୍ଧି କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଛାତ୍ରଛାତ୍ରୀଙ୍କୁ ଉନ୍ନତ ସେବା ଯୋଗାଇବା ଏବଂ ରାଜ୍ୟରେ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି…