Browsing Tag

India is closed on March 28 and 29 by trade unions

ମାର୍ଚ୍ଚ ୨୮ ଓ ୨୯ରେ ଟ୍ରେଡ୍ ୟୁନିୟନ ପକ୍ଷରୁ ଭାରତ ବନ୍ଦ

ନୂଆଦିଲ୍ଲୀ : ଆସନ୍ତା ୨୮ ଓ ୨୯ ତାରିଖରେ ଭାରତ ବନ୍ଦ। କେନ୍ଦ୍ର ସରକାରଙ୍କ କୃଷକ, ଶ୍ରମିକ ଓ ସାଧାରଣ ଜନତା ବିରୋଧୀ ନୀତି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନଗୁଡ଼ିକ ଆସନ୍ତା ୨୮ ଓ ୨୯ ତାରିଖରେ ଭାରତ ବନ୍ଦ ଡାକରା ଦେଇଛନ୍ତି । ଏହି ବନ୍ଦ ଡାକରାକୁ ବ୍ୟାଙ୍କ ୟୁନିୟନଗୁଡ଼ିକ ସମର୍ଥନ…