୧୦୦୦ତମ ଦିନିକିଆରେ ଭାରତର ଦମଦାର ବିଜୟ
୧୦୦୦ତମ ଦିନିକିଆ ମ୍ୟାଚ୍ରେ ଦମଦାର ବିଜୟ ହାସଲ କରିଛି ଟିମ ଇଣ୍ଡିଆ । ରବିବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ବିପକ୍ଷ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ରେ ୱେଷ୍ଟଇଣ୍ଡିଜକୁ ୬ ୱିକେଟରେ ହରାଇଛି ଭାରତ । ସ୍ପିନର ୟୁଜଭେନ୍ଦ୍ର ଚହଲ ୪ଟି ୱିକେଟ ଦଖଲ ଓ କ୍ୟାପଟେନ ରୋହିତ ଶର୍ମା…