ସତ୍ୟବାଦୀଠାରେ ପ୍ରତିଷ୍ଠା ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁରୀ ଜିଲ୍ଲା ସତ୍ୟବାଦୀଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବ । ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଚିବାଳୟଠାରେ ଅନୁଷ୍ଠିତ ପ୍ରଥମ ଐତିହ୍ୟ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବରିଷ୍ଠ ଅଧିକାରୀମାନେ ଜମି ଚିହ୍ନଟ କରିବା ପରେ…