Browsing Tag

Indian railways

ଭାରତୀୟ ରେଳବାଇ ପକ୍ଷରୁ ଓଡିଶା ସରକାରଙ୍କ ପାଇଁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ସ୍ୱତନ୍ତ୍ର ଟ୍ରେନ

ଭାରତୀୟ ରେଳବାଇ ପକ୍ଷରୁ ଆସନ୍ତା କାଲି (୧୩ ଡିସେମ୍ବର) ଦିନ ବାଲେଶ୍ୱର ଓ ହରିଦ୍ୱାର ମଧ୍ୟରେ ଏକ ବରିଷ୍ଠ ନାଗରିକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଯାଉଅଛି I ଓଡିଶା ସରକାରଙ୍କ ସହାୟତାରେ ଉତ୍ତର ଓଡ଼ିଶାର ବରିଷ୍ଠ ନାଗରିକଙ୍କ ପାଇଁ ଏହି ସ୍ୱତନ୍ତ୍ର ଟ୍ରେନ ତୀର୍ଥ ଭ୍ରମଣ ପାଇଁ ସହାୟକ ହେବ I…