ପ୍ରବାସୀ ଶ୍ରମିକଙ୍କ ୮୫% ଟିକେଟ ଖର୍ଚ୍ଚ କେନ୍ଦ୍ର ସରକାର ଏବଂ ୧୫% ରାଜ୍ୟ ସରକାର ବହନ କରୁଛନ୍ତି: କେନ୍ଦ୍ର ସ୍ୱାସ୍ଥ୍ୟ…
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲକଡାଉନ ପାଇଁ ଅନ୍ୟ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ଛାତ୍ର, ପର୍ଯ୍ୟଟକ ନିଜ ରାଜ୍ୟକୁ ଫେରିଯିବା ଲାଗି କେନ୍ଦ୍ର ସରକାର ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା କରିଥିଲେ । ମେ' ୧ତାରିଖରୁ ଏହି ଟ୍ରେନ ଚଳାଚଳ କରିବା ଆରମ୍ଭ କରିଥିବା ବେଳେ ଏ ନେଇ…