ୱେଷ୍ଟଇଣ୍ଡିଜ୍ ଗସ୍ତ ପାଇଁ ଘୋଷଣା ହେଲା ଭାରତୀୟ ଟିମ, ଓହରି ଗଲେ ଅଭିଜ୍ଞ ଉଇକେଟକିପର ମହେନ୍ଦ୍ର ସିଂ ଧୋନି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୱେଷ୍ଟଇଣ୍ଡିଜ୍ ଗସ୍ତ ପାଇଁ ଆଜି ଭାରତୀୟ ଟିମ୍ ଘୋଷଣା କରାଯାଇଛି । ୨ଟି ଟେଷ୍ଟ, ୩ଟି ଦିନିଆ ଓ ୩ଟି ଟି-ଟ୍ୱେଣ୍ଟି ମ୍ୟାଚ୍ ପାଇଁ ଟିମ୍ ଘୋଷଣା କରାଯାଇଛି । ତିନୋଟି ଯାକ ଫର୍ମାଟ୍ରେ ବିରାଟ କୋହଲିଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଇଛି । ଏହି ଟିମରେ ଶିଖର…