Browsing Tag

Indubhusan kat death

ବିଶିଷ୍ଟ ସାହିତ୍ୟିକ ଇନ୍ଦୁଭୂଷଣ କରଙ୍କ ପରଲୋକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଶିଷ୍ଟ ସାହିତ୍ୟିକ ଇନ୍ଦୁଭୂଷଣ କର ଶୁକ୍ରବାର ଇହଲୀଳା ସମ୍ବରଣ କରିଛନ୍ତି । କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଦିନ ୨ଟାରେ ମୃତ୍ୟୁବରଣ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ…