ଶିଳ୍ପ ତାଲିମ କେନ୍ଦ୍ର ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କଲେ ସଞ୍ଜୟ ଦାସବର୍ମା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ପୁରୀ ସଦର ବ୍ଲକର ଭାଇଲିପୁର ପଞ୍ଚାୟତ ଠାରେ ନିର୍ମାଣଧୀନ ଶିଳ୍ପ ତାଲିମକେନ୍ଦ୍ର କାର୍ଯ୍ୟକୁ ଅନୁଧ୍ୟାନ କରିଥିଲେ ।
ସୂଚନା ଅନୁଯାୟୀ, ଆଜି ସନ୍ଧ୍ୟା ୫ଟା ସମୟରେ…