Browsing Tag

infection rise again

ରାଜ୍ୟରେ ସଂକ୍ରମଣ ବଢିପାରେ -ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): କରୋନା ନେଇ ସତର୍କ କରାଇଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। କହିଲେ ୩ରୁ ୪ସପ୍ତାହ ମଧ୍ୟରେ ରାଜ୍ୟରେ ସଂକ୍ରମଣ ବଢିପାରେ। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ପ୍ରସ୍ତୁତ କରାସରିଛି। ହସ୍ପିଟାଲ ଗୁଡିକୁ ମଧ୍ୟ ପ୍ରସ୍ତୁତ…