ଅନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ଚଳାଚଳ ସ୍ଥଗିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୨୮ ଫେବୃଆରୀ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ଚଳାଚଳ ସ୍ଥଗିତ ଥିବା ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ବୁଧବାର ଦିନ ସୂଚନା ଦେଇଛି । ବିମାନ ଚଳାଚଳ ନିୟାମକ ଦ୍ବାରା ଜାରି ସର୍କୁଲାରରେ କୁହାଯାଇଛି ଯେ ଫେବୃଆରୀ ୨୮, ୨୦୨୨ ଯାଏ…