ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ଠପ, ଫେସବୁକ, ହ୍ବାଟ୍ସଆପ, ଟ୍ବିଟର ଓ ଅନ୍ୟାନ୍ୟ ସୋସିଆଲ ମିଡିଆ ଉପରେ…
ସମ୍ବଲପୁର ହନୁମାନ ଜୟନ୍ତୀ ବାଇକ ରାଲିରେ ପଥରମାଡ଼ ଘଟଣାରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ସରକାରଙ୍କ ପଦକ୍ଷେପ । ୪୮ ଘଣ୍ଟା ପାଇଁ ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିଛି । ଆଜି ଦିନ ୧୦ଟାରୁ ୪୮ ଘଣ୍ଟା ପାଇଁ ବନ୍ଦ ରହିବ ଇଣ୍ଟରନେଟ୍ ସେବା । ଫେସବୁକ, ହ୍ବାଟ୍ସଆପ, ଟ୍ବିଟର…