IPS ସ୍ତରରେ ଛୋଟଧରଣର ଅଦଳବଦଳ
IPS ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ଜାରି ହୋଇଛି। ବରିଷ୍ଠ ଆଇପିଏସ୍ ସଫିନ ଅହମ୍ମଦଙ୍କୁ କ୍ରାଇମବ୍ରାଞ୍ଚ ଆଇଜି, ସାର୍ଥକ ଷଡ଼ଙ୍ଗୀ ହେଲେ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ମିଳିଛି। ସେହିଭଳି ଯୁଗଳ କିଶୋର…