ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ କରୋନାରେ ଆକ୍ରାନ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଇସ୍ରାଏଲ୍ର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେଣୁ ସେ ଆଜିଠାରୁ କ୍ୱାରେଣ୍ଟାଇନ୍ରେ ରହିବେ। ସୋମବାର ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ତାଙ୍କର ଜଣେ ସହଯୋଗୀ କରୋନା ପଜିଟିଭ୍ ଥିବା ଜଣାପଡ଼ିବା ପରେ…