Browsing Tag

jagannath puri

ଦଶମୂଳମୋଦକ ଲାଗି ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଜ୍ୱରରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଶ୍ରୀଜିଉଙ୍କଠାରେ ଦଶମୂଳମୋଦକ ଲାଗି ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଦଇତା ଓ ପତିମହାପାତ୍ର ସେବାୟତ ତିନି ବାଡରେ ଶ୍ରୀଅଙ୍ଗରେ ଚନ୍ଦନ ଲେପନ କରିଛନ୍ତି । ଚନ୍ଦନରେ କର୍ପୂର, କେଶର ଓ କସ୍ତୁରୀ ମିଶାଇ…

ଆଜି ଶ୍ରୀମନ୍ଦିରରେ ରୁକ୍ମଣୀ ହରଣ ଏକାଦଶୀ ନୀତି

ପୁରୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ନୀତି । ରୁକ୍ମଣୀ ହରଣ ଏକାଦଶୀ ଅନୁଷ୍ଠିତ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ନୀତି । ମହାପ୍ରଭୁ ଆଜି ଶିଶୁପାଳକୁ ହରାଇ ରୁକ୍ମଣୀଙ୍କୁ ହରଣ କରିବେ । ସେଥିପାଇଁ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ…

ଏଥର ଭକ୍ତ ଦର୍ଶନ କରିବେ ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ହାତୀବେଶ

ପୁରୀ : ଆସନ୍ତା ଜୁନ୍ ୧୪ରେ ହେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏଥର ସ୍ନାନ ମଣ୍ଡପରେ ଭକ୍ତମାନେ ସନ୍ଧ୍ୟା ୬ଟାରୁ ରାତି ସାଢ଼େ ୯ଟା ଯାଏ ମହାପ୍ରଭୁଙ୍କ ଦୁର୍ଲଭ ହାତୀବେଶ ଦର୍ଶନ କରିପାରିବେ । ବଡ଼ଦାଣ୍ଡସ୍ଥିତ ନିଳାଦ୍ରୀ ଭକ୍ତ ନିବାସଠାରେ ଶ୍ରୀମନ୍ଦିର…

କାମ ସିଘ୍ର ସାରିବା ପାଇଁ ରିଟ୍ ପିଟିସନ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପୁଣି ହାଇକୋର୍ଟରେ ଦାଖଲ ହେଲା ରିଟ୍ ପିଟିସନ । ଶ୍ରୀମନ୍ଦିରର କିଛି ସେବାୟତମାନେ ଦାୟର କରିଛନ୍ତି ରିଟ୍ ପିଟିସନ। ଏହି ପିଟିସନରେ ପରିକ୍ରମା ପ୍ରକଳ୍ପକୁ ଶୀଘ୍ର ଶେଷ କରିବାକୁ ରାଜ୍ୟ ସରକାର ଓ ଏଏସଆଇଙ୍କୁ…

ଓବିସିସି ଚିଠି କ୍ରମେ ଗୁଜୁରାଟ ଆଇଆଇଟି ପକ୍ଷରୁ କରାଯାଉଛି ସର୍ଭେ

ପୁରୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଏମାର ମଠର ଖନନ ସ୍ଥଳକୁ କରାଯାଉଛି ଜିପିଆର ସର୍ଭେ। ଓବିସିସି ଚିଠି କ୍ରମେ ଗୁଜୁରାଟ ଆଇଆଇଟି ପକ୍ଷରୁ ଏହି ସର୍ଭେ କରାଯାଉଛି। ଜିଓକାର୍ଟ ରାଡାର ଟେକ୍ନୋଲୋଜି ପ୍ରାଇଭେଟ ଲିମିଟେଡ଼ ଜରିଆରେ ଏହି ସର୍ଭେ କରାଯାଉଛି। ଆଜି ଶେଷ ହୋଇଛି ସର୍ଭେ କାର୍ଯ୍ୟ।…

ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ଅବସରରେ ସମ୍ପୂର୍ଣ୍ଣ ହୋଇଛି ତିନି ରଥର ଚକ ଅଖ ଡେରା ନୀତି । ଶ୍ରୀମନ୍ଦିରରୁ ପୂଜା ପଣ୍ଡା ସେବକମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ରଥ ଖଳାକୁ ବିଜେ କରାଇବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯାଇଥିଲା ।…

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଉତ୍ସବ

ପୁରୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଭିନ୍ନ ନୀତିକାନ୍ତି ସରିବା ପରେ ଅପରାହ୍ନ ୧ଟା ୩୦ରେ ବିମାନ ବିଜେ, ୨ଟାରେ ବିମାନ ଉଠିବା ନୀତି ନିର୍ଘଣ୍ଟ ହୋଇଛି। ପାରମ୍ପରିକ ବାଦ୍ୟ ତଥା ଭଜନ, କୀର୍ତ୍ତନ ପଟୁଆାରରେ ମଦନମୋହନ, ରାମକୃଷ୍ଷ, ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚମହାଦେବ…

ଚଳଚଞ୍ଚଳ ରଥଖଳା, ଚକ ନିର୍ମାଣରେ ବିଶ୍ୱକର୍ମା

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଚାଲିଛି ରଥ ନିର୍ମାଣ କାମ । ଗୋଟିଏ ପଟେ ଅର ଓ ପହି ସଂଯୋଗ ଚାଲିଥିବାବେଳେ ଅନ୍ଯ ପଟେ କମାରଶାଳରେ ଚକ ପାଇଁ ଆବଶ୍ୟକ କଣ୍ଟା ଯୋଗାଯାଉଛି । ପବିତ୍ର ଭଉଁରୀ ଅବସରରେ ୩ ରଥର ୬ଟି ଚକ ଡେରାଯିବାକୁ ଥିବାରୁ ମହାରଣା ସେବକଙ୍କୁ ଭୋଇ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ: ଏଏସ୍ଆଇ ଅଧୀକ୍ଷକଙ୍କ ବିରୋଧରେ ଏତଲା

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଦିନକୁ ଦିନ ବଢିଚାଲିଛି । ଏହି ପ୍ରକଳ୍ପକୁ ନେଇ ରାଜନୈତିକ ଦଳମଧ୍ୟରେ ଦୋଷ ଲଦାଲଦି ଚାଲିଥିବାବେଳେ କାର୍ଯ୍ୟରେ ଅବହେଳା ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ(ଏଏସ୍ଆଇ) ବିରୋଧରେ ଜଗନ୍ନାଥ ସେନା ସ୍ୱର…

ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ରଥ ଖଳାରେ ବିଶ୍ୱକର୍ମାମାନେ ତୁମ୍ବ ତିଆରିରେ ଲାଗିଛନ୍ତି । ତୁମ୍ବରେ ବିନ୍ଧ ଖୋଦେଇ ଚାଲିଛି । ବୁଧବାର ସୁଦ୍ଧା ୧୨ ତୁମ୍ବରେ ବିନ୍ଧ କାର୍ଯ୍ୟ ଶେଷ ହୋଇଛି । ତାଳଧ୍ୱଜ ରଥର ତିନୋଟି ତୁମ୍ବ ବିନ୍ଧ…