Browsing Tag

jagannath puri

ସତ୍ୟପାଠକୁ ନେଇ ବିଜେଡି-ବିଜେପି ମୁହାଁମୁହିଁ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): କଳାପାହାଡ଼ ମାନସିକତା ରଖି ଓଡ଼ିଶାର ଐତିହ୍ୟକୁ ଧ୍ୱଂସ କରିବାରେ ଲାଗିଛନ୍ତି ରାଜ୍ୟ ସରକାର । ଏଭଳି ଅକ୍ଷମଣୀୟ ଅପରାଧ ପାଇଁ ଭବିଷ୍ୟତ ପିଢ଼ି କେବେହେଲେ ନବୀନ ସରକାରଙ୍କୁ କ୍ଷମା କରିବେ ନାହିଁ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ଓଡ଼ିଶା…

ରଥଖଳା: ଜୋରସୋରରେ ଚାଲିଛି ରଥ ନିର୍ମାଣ

ପୁରୀ : ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ରଥ ନିର୍ମାଣର ଆଜି ପଞ୍ଚମ ଦିନରେ ବିଶ୍ୱକର୍ମା, ଭୋଇ ଓ କରତି ସେବାୟତ ମାନେ ରଥର ତୁମ୍ବ ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି । ସମୁଦାୟ ୫୦ ଜଣ ସେବାୟତ ଆଜି ରଥ ନିର୍ମାଣ…

ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲା ୩ ଜଣିଆ ଏଏସଆଇ ଟିମ୍

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲା ୩ ଜଣିଆ ଏଏସଆଇ ଟିମ୍ । ଏଏସଆଇ ଆଚଂଳିକ ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଉଚ୍ଚସ୍ତରୀୟ ଟିମ୍‌ର ଅନୁଧ୍ୟାନ କରିଛନ୍ତି । ଓବିସିସି ଓ ଟାଟା ପ୍ରୋଜେକ୍ଟ କର୍ତ୍ତୁପକ୍ଷଙ୍କ ସହ ଜିଲ୍ଲାପାଳ ମଧ୍ୟ ଅନୁଧ୍ୟାନ ସମୟରେ…

ଆଜିଠୁ ପଶ୍ଚିମ ଦ୍ୱାରରୁ ମହାପ୍ରଭୁଙ୍କୁ ଦର୍ଶନ ଅନୁମତି

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜିଠୁ ପଶ୍ଚିମ ଦ୍ୱାରରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ। ଉଭୟ ଶ୍ରୀମନ୍ଦିର ସିଂହଦ୍ୱାର ଓ ପଶ୍ଚିମଦ୍ୱାରରୁ ଦର୍ଶନ ପାଇଁ ଅନୁମତି ମିଳିଛି । ଶ୍ରୀମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି ପରେ ଆଜିଠୁ ଏହି ଦର୍ଶନ ବ୍ଯବସ୍ଥା ଆରମ୍ଭ ହୋଇଛି । ଭକ୍ତଙ୍କୁ…