Browsing Tag

Jagannath temple

ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସୁପ୍ରିମକୋର୍ଟରେ ଆସିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ରାୟ । ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ । ଦୁଇ ଆବେଦନକାରୀଙ୍କୁ ୨ ଲକ୍ଷ ଲେଖାଏଁ ଜରିମାନା ପାଇଁ ନିର୍ଦ୍ଦେଶ ହୋଇଛି । ଏହି କାମ ବିପୁଳ ଜନସ୍ବାର୍ଥ ପାଇଁ କରାଯାଉଛି । ଏଭଳି…

୪ ଘଣ୍ଟା କାଳିଆ ଦର୍ଶନ ବନ୍ଦ ରହିବ

ପୁରୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ଶ୍ରୀମନ୍ଦିର ରତ୍ନସିଂହାସନରେ ଦାରୁବ୍ରହ୍ମଙ୍କ ଶ୍ରୀମୁଖ ସିଂହାର (ବନକଲାଗି) ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୪ରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ଶେଷ ହେବା ପରେ ଶ୍ରୀଜିଉଙ୍କୁ ମହାସ୍ନାନ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସମ୍ବିତଙ୍କୁ ପିନାକୀଙ୍କ କଟାକ୍ଷ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ସମ୍ବିତ ପାତ୍ରାଙ୍କୁ ପୁରୀ ସାଂସଦ ପିନାକୀ ମିଶ୍ରଙ୍କ କଟାକ୍ଷ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ରାତି ଅଧିଆ ଜିପିଆର ସର୍ଭେ ପ୍ରସଙ୍ଗରେ ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ ଟାର୍ଗେଟ କରିଥିଲେ ବିଜେପି ନେତା ସମ୍ବିତ ପାତ୍ରା । ସମ୍ବିତଙ୍କ…

ଚଳଚଞ୍ଚଳ ରଥଖଳା, ଚକ ନିର୍ମାଣରେ ବିଶ୍ୱକର୍ମା

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଚାଲିଛି ରଥ ନିର୍ମାଣ କାମ । ଗୋଟିଏ ପଟେ ଅର ଓ ପହି ସଂଯୋଗ ଚାଲିଥିବାବେଳେ ଅନ୍ଯ ପଟେ କମାରଶାଳରେ ଚକ ପାଇଁ ଆବଶ୍ୟକ କଣ୍ଟା ଯୋଗାଯାଉଛି । ପବିତ୍ର ଭଉଁରୀ ଅବସରରେ ୩ ରଥର ୬ଟି ଚକ ଡେରାଯିବାକୁ ଥିବାରୁ ମହାରଣା ସେବକଙ୍କୁ ଭୋଇ…

ଏମାର ମଠରୁ ସିଂହମୂର୍ତ୍ତି ଉଦ୍ଧାର ସ୍ଥାନକୁ ଅନୁଧ୍ୟାନ କରୁଛନ୍ତି ଏଏସଆଇ ଟିମ୍

ପୁରୀ : ଏମାରମଠରୁ ପ୍ରାଚୀନ ସିଂହମୂର୍ତ୍ତି ଉଦ୍ଧାର ପ୍ରସଙ୍ଗକୁ ଅନୁଧ୍ୟାନ କରୁଛନ୍ତି ଏଏସଆଇର ସ୍ୱତନ୍ତ୍ର ଟିମ୍ । ଏଏସଆଇ ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଉପସ୍ଥିତ ଅଛନ୍ତି । ଉପଜିଲ୍ଲାପାଳ, ଟାଟା ଓ ଓବିସିସି ଅଧିକାରୀ ମଧ୍ୟ ଉପସ୍ଥିତ । ଏହା ସହ ଏମାରମଠ ତଳୁ ଆଉ ଏକ ବଡ଼ ଆବିଷ୍କାର ।…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ: ଏଏସ୍ଆଇ ଅଧୀକ୍ଷକଙ୍କ ବିରୋଧରେ ଏତଲା

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଦିନକୁ ଦିନ ବଢିଚାଲିଛି । ଏହି ପ୍ରକଳ୍ପକୁ ନେଇ ରାଜନୈତିକ ଦଳମଧ୍ୟରେ ଦୋଷ ଲଦାଲଦି ଚାଲିଥିବାବେଳେ କାର୍ଯ୍ୟରେ ଅବହେଳା ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ(ଏଏସ୍ଆଇ) ବିରୋଧରେ ଜଗନ୍ନାଥ ସେନା ସ୍ୱର…

ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ନେଇ ଆଜି ପ୍ରଥମ ସମନ୍ୱୟ ବୈଠକ

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି । ଆଜି ବସୁଛି ପ୍ରଥମ ସମନ୍ୱୟ ବୈଠକ । ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନେଇ ହେବ ଆଲୋଚନା। ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ କି ନାହିଁ ନିଆଯିବ ନିଷ୍ପତ୍ତି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ…

ଆଜି ହାଇକୋର୍ଟରେ ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାର ଶୁଣାଣି

ଭୁବନେଶ୍ୱର: ଆଜି ହାଇକୋର୍ଟରେ ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାର ଶୁଣାଣି ହେବ। ମୁଖ୍ୟ ବିଚାରପତି ଜଷ୍ଟିସ ଡକ୍ଟର ଏସ ମୂରଲୀଧର ଓ ଜଷ୍ଟିସ ଆର କେ ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ। ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସମ୍ବିତ ପାତ୍ର ଓ ଜଗନ୍ନାଥ…

ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲା ୩ ଜଣିଆ ଏଏସଆଇ ଟିମ୍

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲା ୩ ଜଣିଆ ଏଏସଆଇ ଟିମ୍ । ଏଏସଆଇ ଆଚଂଳିକ ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଉଚ୍ଚସ୍ତରୀୟ ଟିମ୍‌ର ଅନୁଧ୍ୟାନ କରିଛନ୍ତି । ଓବିସିସି ଓ ଟାଟା ପ୍ରୋଜେକ୍ଟ କର୍ତ୍ତୁପକ୍ଷଙ୍କ ସହ ଜିଲ୍ଲାପାଳ ମଧ୍ୟ ଅନୁଧ୍ୟାନ ସମୟରେ…

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ବୟାନ ବାଜି!

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶ୍ରୀମନ୍ଦିରକୁ ନେଇ ଆରମ୍ଭ ହୋଇଛି ବୟାନ ବାଜି। ବଡ଼ଦେଉଳକୁ ନେଇ ରାଜନୀତି କରନାହିଁ ବୋଲି ସବୁ ରାଜନୈତିକ ଦଳ କହୁଛନ୍ତି । କିନ୍ତୁ ଜଗତରନାଥ ଶ୍ରୀଜଗନ୍ନାଥଙ୍କ ବିଜେସ୍ଥଳକୁ ନେଇ ଜୋରଧରିଛି ରାଜ୍ୟ ରାଜନୀତି । ନେତାଙ୍କ ମଧ୍ୟରେ ଲାଗିରହିଛି ତୁ ତୁ ମେମେ ।…