ୟେସ୍ ବ୍ୟାଙ୍କରୁ ଏସବିଆଇ କୁ ଫେରିଲା ମହାପ୍ରଭୁଙ୍କ ଟଙ୍କା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୟେସ୍ ବ୍ୟାଙ୍କରୁ ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଇ-ଟ୍ରାନ୍ସଫର ମାଧ୍ୟମରେ ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କାକୁ ଏସବିଆଇ ପୁରୀ ମୁଖ୍ୟ ଶାଖାକୁ ଟ୍ରାନ୍ସଫର୍ କରିଛି ୟେସ୍ ବ୍ୟାଙ୍କ। ଜମା ହୋଇଥିବା ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା…