ଜଗତ୍ସିଂହପୁର ବିଧାୟକ ପ୍ରାର୍ଥୀଙ୍କୁ ସହଯୋଗ କରିବେ ଆଶାୟୀ ପ୍ରାର୍ଥୀ
2wଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜଗତ୍ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ବିଜେଡି ରାଜନୀତିରେ ଏବେ ପୁଣି ନୂଆ ସମୀକରଣ ସୃଷ୍ଟି ହୋଇଛି । ଏଠାରେ ଦଳ ପ୍ରଶାନ୍ତ ମୁଦୁଲିଙ୍କୁ ପ୍ରାର୍ଥୀ କରିବା ପରେ ଅନ୍ୟତମ ଆଶାୟୀ ଅମରେନ୍ଦ୍ର ଦାସ ଓ ତାଙ୍କ ସମର୍ଥକମାନେ ପ୍ରତିକ୍ରିୟାଶୀଳ ହୋଇପଡିଥିଲେ । ଏପରି…