ଯାଜପୁର ଜିଲ୍ଲା ରାଜନୀତି, ପୂର୍ବତନ ମନ୍ତ୍ରୀମାନଙ୍କ ଅବହେଳାକୁ ଅସ୍ତ୍ର କରିଛନ୍ତି ବିରୋଧୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚଳିତ ନିର୍ବାଚନରେ ଯାଜପୁର ଜିଲ୍ଲାର ବିଭିନ୍ନ ବିଧାନସଭା ଆସନ ପାଇଁ ୪ଜଣ ପୂର୍ବତନ ମନ୍ତ୍ରୀ ସୁକିନ୍ଦାରୁ କଂଗ୍ରେସର ଶରତ ରାଉତ, ବଡଚଣାରୁ ବିଜେଡିର ଅମରପ୍ରସାଦ ଶତପଥୀ, ବିଞ୍ଝାରପୁରରୁ ବିଜେଡିର ପ୍ରମିଳା ମଲ୍ଲିକ ଓ ଯାଜପୁରରୁ ବିଜେଡିର ପ୍ରଣବ ପ୍ରକାଶ ଦାସ…