ଆଖିବୁଝିଲେ ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ
ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କର ମୃତ୍ୟୁ ଘଟିଛି । ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
ସୂଚନା ଅନୁସାରେ, ପଶ୍ଚିମ ନାରା ସହରର ଏକ କାର୍ଯ୍ୟକ୍ରମରେ ଭାଷଣ ଦେଉଥିବା ବେଳେ ଶତାଧିକ ଲୋକ ରୁଣ୍ଡ ହୋଇଥିଲେ । ଏହି ସମୟରେ ହଠାତ୍ ଜୋରରେ କିଛି ଶବ୍ଦ…