ଆଜିଠୁ ଝାରସୁଗୁଡ଼ାରୁ ଉଡ଼ିବ ବିମାନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜିଠାରୁ ଝାରସୁଗୁଡାକୁ ଉଡାଣ ଭରିବ ଏଲାଏନ୍ସ ଏୟାର ବିମାନ । କୋଲକାତାରୁ ବିମାନ ବାହାରି ସକାଳ ୭ଟା ୩୫ରେ ଝାରସୁଗୁଡାରେ ପହଞ୍ଚିବ । ଝାରସୁଗୁଡାରୁ ୮ଟା ୧୦ରେ ବାହାରି ୯ଟା ୧୫ରେ ବିମାନ ଭୁବନେଶ୍ୱରରେ ପହଞ୍ଚିବ । ସେହିପରି ଭୁବନେଶ୍ୱରରୁ ୯ଟା ୪୫ରେ ବାହାରି ୧୦ଟା…