ସ୍ୱାସ୍ଥ୍ୟ ପାଇଁ ଜୀରା, ମଧୁମେହ ଓ କୋଲେଷ୍ଟ୍ରଲକୁ ନିୟନ୍ତ୍ରଣ କରେ
ସ୍ୱାସ୍ଥ୍ୟ ହିଁ ସଂପଦ । ସ୍ୱାସ୍ଥ୍ୟ ପାଇଁ ଆମେ ବହୁତ ସମୟରେ ଡାକ୍ତରଙ୍କ ପରାମର୍ଶ କରିଥାଉ । କିନ୍ତୁ ବିଭିନ୍ନ ଘରୋଇ ଉପଚାର ଦ୍ୱାରା ଆମେ ଆମର ସ୍ୱାସ୍ଥ୍ୟର ଯତ୍ନ ନେଇ ପାରିବା । ସ୍ୱାସ୍ଥ୍ୟ ପାଇଁ ଜୀରା ବହୁତ ଲାଭଦାୟକ ଅଟେ । ଜୀରାର ବ୍ୟବହାର ପ୍ରାୟ ସମସ୍ତ ଘରେ ଖୁବ ଆଦର ସହକାରେ ହୋଇଥାଏ ।…