ସାମ୍ବାଦିକଙ୍କୁ ମାଡ଼ : ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବରିଷ୍ଠ ସାମ୍ବାଦିକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତୃତୀୟ ପର୍ଯାୟ ନିର୍ବାଚନ ଚାଲିଥିବା ବେଳେ ସାମ୍ବାଦିକଙ୍କ ଉପରେ ଆକ୍ରମଣ ହୋଇଥିଲା. ଏ ନେଇ ନିର୍ବାଚନ ଆୟୋଗଙ୍କୁ ଭେଟିଛନ୍ତି ରାଜ୍ୟର ବରିଷ୍ଠ ସାମ୍ବାଦିକମାନେ । ବିଭିନ୍ନ ବୁଥ୍ରେ ସାମ୍ବାଦିକମାନେ ସଙ୍ଗବଦ୍ଧ ଆକ୍ରମଣର ଶିକାର ହୋଇଛନ୍ତି । ଆକ୍ରମଣକାରୀଙ୍କ ଉପରେ…