Browsing Tag

Kalabaisakhi

କାଳବୈଶାଖୀ ସମ୍ଭାବନା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ ଟ୍ୱିଟ କରି ସୂଚନା ଦେଇଛି, ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ଭିତରେ ମୌସୁମୀ ଛୁଇଁବ । ତାପମାତ୍ରାରେ ହ୍ରାସ ହେବ। ସେହିପରି ରାଜ୍ୟରେ ଏବେ ପ୍ରାକ ମୌସୁମୀର ପ୍ରଭାବ ଦେକଇବାକୁ ମିଳୁଛି । ସେହିପରି ଆସନ୍ତା ୨୪ ଘଣ୍ଟା ଭିତରେ…

କାଳବୈଶାଖୀ ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ…

କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣି ତାତି ବଢ଼ିଥିବା ବେଳେ ଆଶ୍ୱସ୍ତି ଆଣିଛି କାଳବୈଖାଖୀ । ଯେଉଁଭଳି ଭାବରେ ରାଜ୍ୟରେ ତାତିର ପ୍ରକୋପ ଜାରି ରହିଥିଲା ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଥିଲା। ତେବେ ରାଜ୍ୟରେ ବର୍ଷା…

୧୫ଟି ଜିଲ୍ଲାକୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ଓ୍ୱର୍ଣ୍ଣିଂ ଜାରି ହୋଇଥିବା…

କାଳବୈଶାଖୀ ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ,…

ବଜ୍ରଘାତ : ଦୁଇ ମୃତ, ତିନି ଗୁରୁତର

ନବରଙ୍ଗପୁର (ଓଡ଼ିଶା ଫାଷ୍ଟ ବ୍ୟୁରୋ): କାଳବୈଶାଖି ପ୍ରଭାବରେ ବଜ୍ରଘାତରେ ଦୁଇ ଜଣ ମୃତ ଘଟିଥିବାବେଳେ ତିନି ଗୁରୁତର ହୋଇଛନ୍ତି। ନବରଙ୍ଗପୁର ହାଟଭରଣ୍ଡି ଜଟିଆରପାରା ଠାରେ କାଳବୈଶାଖିର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖି ପ୍ରଭାବରେ ଘଡଘଡି ସହ ବିଜୁଳି ମାରିଛି। ବଜ୍ରଘାତରେ ମୃତକ…

କାଳବୈଶାଖୀ ଆଲର୍ଟ, ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ୨୪ଟି ଜିଲ୍ଲାରେ ଆଜି ହୋଇପାରେ କାଳବୈଶାଖୀ ବର୍ଷା । ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଜାରି କରାଯାଇଛି । ଏହି ସମୟରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଗୋଟିଏରୁ ଦୁଇଟି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ…

କାଳବୈଶାଖୀ ଲାଗି ବିଭିନ୍ନ ଜିଲ୍ଲାଗୁଡିକୁ ସତର୍କ ସୂଚନା ଜାରି କଲେ ଏସଆରସି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କାଳବୈଶାଖୀ ପାଇଁ ଆସନ୍ତା ୪ ଦିନ ବର୍ଷା ଓ ପବନ ଆଶଙ୍କା ରହିଥିବାରୁ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ମାଧ୍ୟମରେ ସ୍ୱତନ୍ତ୍ର ରିଲିଫ କମିସନର ସତର୍କ କରାଇଛନ୍ତି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତାକାଲି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼,…