Browsing Tag

kalakar sahayata Yojana

ମଧୁବାବୁ ପେନସନ୍ ଓ କଳାକାର ସହାୟତା ଯୋଜନା ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ମଧୁବାବୁ ପେନସନ୍ ଯୋଜନାରେ ଆଉ ୫ ଲକ୍ଷ ହିତାଧୀକାରୀ ପାଇବେ ବାର୍ଦ୍ଧକ୍ୟ ଭତ୍ତା । ଆସନ୍ତା ୧୫ ତାରିଖରୁ ଏହି ନୂଆ ହିତାଧିକାରୀମାନେ ପେନସନ୍ ଯୋଜନାରେ ଉପକୃତ ହେବେ । ଏହା ଦ୍ୱାରା ରାଜ୍ୟର ପ୍ରାୟ ୪୮ ଲକ୍ଷ ଲୋକଙ୍କୁ ବାର୍ଦ୍ଧକ୍ୟ ଭତ୍ତା ମିଳିବ । ଏ ନେଇ…